ଭୁବନେଶ୍ୱର,୨୯/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ଆଜି ରାଜ୍ୟରେ ୧୬୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୩୭ ଓ ସ୍ଥାନୀୟ ଅଞ୍ଚଳରୁ ୬୭୮ ଜଣ ଚିହ୍ନଟ ହୋଇଛନ୍ତି ।