Home ଆଞ୍ଚଳିକ ପ୍ରଜାପତି ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଦ୍ୟାଳୟ ଦ୍ୱାରା ଆଧ୍ୟାତ୍ମିକ ପ୍ରବଚନ

ପ୍ରଜାପତି ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଦ୍ୟାଳୟ ଦ୍ୱାରା ଆଧ୍ୟାତ୍ମିକ ପ୍ରବଚନ

68
ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଧ୍ୟାତ୍ମିକ ବିଷୟରେ ଲୋକମାନଙ୍କୁ ସଚେତନତା କରାଇଛନ୍ତି

ଛତ୍ରପୁର:  ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଷୋଡ଼କ ଗ୍ରାମଠାରେ ପ୍ରଜାପତି ବ୍ରହ୍ମା କୁମାରୀ ଇଶ୍ୱରୀୟ ବିଦ୍ୟାଳୟ ଦ୍ୱାରା ଆୟୋଜିତ ଆଧ୍ୟାତ୍ମିକ ପ୍ରବଚନ ଓ ସାଂସ୍କୃତିକ ସଙ୍ଗୀତ ସନ୍ଧ୍ୟା “ସ୍ୱର୍ଣ୍ଣିମ ଭାରତ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଧ୍ୟାତ୍ମିକ ବିଷୟରେ ଲୋକମାନଙ୍କୁ ସଚେତନତା କରାଇଛନ୍ତି। ଏବଂ ଓଁ ଶାନ୍ତି ପରିବାରର ସମସ୍ତ ସଦସ୍ୟବୃନ୍ଦ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ଓଁ ଶାନ୍ତି ପରିବାରର