କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ଶତପଥୀଙ୍କୁ ହତ୍ୟା

8

କଟକ, ୩୦/୦୮/୨୧ (ଜିଲ୍ଲା ଖବର) :  କଟକ କନ୍ଦରପୁରରେ ହତ୍ୟାକାଣ୍ଡ । କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ଶତପଥୀଙ୍କୁ ଭୁଜାଲିରେ ହାଣି ନିର୍ମମ ହତ୍ୟା । ଗୁରୁତର ଅବସ୍ଥାରେ ସୁଦର୍ଶନଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ହତ୍ୟାକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି ।