Sunday, November 15, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୭୧୯ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୭୧୯ କରୋନା ପଜିଟିଭ୍ ଚିହ୍ନଟ

7

ଭୁବନେଶ୍ୱର,୦୧/୦୯/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଆଜି ରାଜ୍ୟରେ ୭୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୮୪୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୯୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୫ ଜଣ ପଜିଟିଭ ରହିଛନ୍ତି ।