Monday, November 16, 2026
Home ଆଞ୍ଚଳିକ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ

10

୦୩/୦୯/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨ରେ ପହଞ୍ଚିଛି । 

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୦ ଜଣ ପଜିଟିଭ ରହିଛନ୍ତି ।