
ଭୁବନେଶ୍ୱର,୦୫/୦୯/୦୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ 805 କରୋନା ପଜିଟିଭ ଚିହ୍ନଟ। ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୧୫୫୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୬୭ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୩୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି ।


