ଭୁବନେଶ୍ୱର, ୦୬/୦୯/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ 609 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 354 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 255। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 1012167ରେ ପହଞ୍ଚିଲାଣି ।