
ଭୁବନେଶ୍ୱର,୧୧/୦୯/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ 630 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 368 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 262। ଏହାସହ 116ଜଣ ୧୮ରୁ କମ ବୟସ ପିଲା ଆକ୍ରାନ୍ତ ହୋଇଛନ୍ତି। ଦିନକୁ ଦିନ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମୁଛି। ଯାହା ରାଜ୍ୟବାସୀଙ୍କୁ ଆଶ୍ୱସ୍ତ ଦେଉଛି।


