
ଭୁବନେଶ୍ୱର,୧୩/୦୯/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ 471 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 274 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 197। ଏହାସହ 57 ଜଣ ୧୮ରୁ କମ ବୟସ ପିଲା ଆକ୍ରାନ୍ତ ହୋଇଛନ୍ତି। ଦିନକୁ ଦିନ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବି ହ୍ରାସ ଘଟିଛି ।


