
ଜଟଣୀ,୧୩/୯, (ଜିଲ୍ଲା ଖବର):
ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଟଣୀ ସହର ଏବଂ ପାଖଆଖ ଅଞ୍ଚଳର ବିଭିନ୍ନ ସ୍ଥାନରେ ଜନସାଧାରଣ ନାନା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସାଧାରଣ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡ଼ିଛି lସହର ର ବହୁ ଘର ଭିତରେ ପାଣି ପଶିବାର ଦେଖିବାକୁ ମିଳିଛି l
ରୀପୋର୍ଟ :-ଖୋର୍ଦ୍ଧା ଜିଲ୍ଲା ସଞ୍ଜୀବ କୁମାର




