Sunday, November 15, 2026
Home ଆଞ୍ଚଳିକ ଆଜି ରାଜ୍ୟରେ 428 କରୋନା ପଜିଟିଭ ଚିହ୍ନଟ, ୪ ମୃତ

ଆଜି ରାଜ୍ୟରେ 428 କରୋନା ପଜିଟିଭ ଚିହ୍ନଟ, ୪ ମୃତ

7

ଭୁବନେଶ୍ୱର,୧୪/୦୯/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ 428 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 252 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 176। ଏହାସହ ୧୮ରୁ କମ ପିଲା 55 ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।