Wednesday, November 11, 2026
Home ଆଞ୍ଚଳିକ କମୁଛି ରାଜ୍ୟରେ ମୃତ୍ୟୁ ସଂଖ୍ୟା, ୪ ମୁଣ୍ଡ ନେଲା କରୋନା

କମୁଛି ରାଜ୍ୟରେ ମୃତ୍ୟୁ ସଂଖ୍ୟା, ୪ ମୁଣ୍ଡ ନେଲା କରୋନା

16

ଭୁବନେଶ୍ୱର,୨୨/୦୯/୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଆଜି ରାଜ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।