
୨୫/୦୯/୨୧ (ଜିଲ୍ଲା ଖବର) : ଗତ ୨୪ଘଣ୍ଟାରେ ରାଜ୍ୟରେ ୬୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେନଣ୍ଟାଇନରୁ ୩୫୩ ଓ ସ୍ଥାନୀୟ ସଂକ୍ରମଣ ୨୪୯ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ବୟସରୁ ୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୪ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧ ଜଣ, କଟକରୁ ୭୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୭ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୩୪ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୬୬ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୧୯ ଜଣ, ନୟାଗଡ଼ରୁ ୮ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।


