
ନୂଆଦିଲ୍ଲୀ ; କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରକାଶ ଜାଭଡେକର ଆଜି ଭାରୀ ଶିଳ୍ପ ଓ ସାଧାରଣ ଉଦ୍ୟୋଗ ମନ୍ତ୍ରଣାଳୟର କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହି ଅବସରରେ ଭାରୀ ଶିଳ୍ପ ବିଭାଗ ସଚିବ ଅଶାରାମ ସିହାଗ, ସାଧାରଣ ଉଦ୍ୟୋଗ ବିଭାଗ ସଚିବ ଶୈଲେଶ ଏବଂ ଉଭୟ ବିଭାଗର ବରିଷ୍ଠ ଅଧିକାରୀମାନେ ମନ୍ତ୍ରୀଙ୍କୁ ସ୍ଵାଗତ କରିଥିଲେ ।
ସ୍ରୋତ-ପିଆବି



