Thursday, November 12, 2026
Home ଆଞ୍ଚଳିକ ଆଜି ରାଜ୍ୟରେ 582 ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ 582 ପଜିଟିଭ ଚିହ୍ନଟ

5

୦୭/୧୦/୨୧ (ଜିଲ୍ଲା ଖବର) :  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୯୯୪ ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ ଜଣ ପଜିଟିଭ ରହିଛନ୍ତି ।