Sunday, November 15, 2026
Home ଆଞ୍ଚଳିକ ଆଜି ରାଜ୍ୟରେ 615 ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ 615 ପଜିଟିଭ ଚିହ୍ନଟ

9

୧୩/୧୦/୨୧ (ଜିଲ୍ଲା ଖବର) : ରାଜଧାନୀରେ ଦିନକୁ ୨୦୦ରୁ ୩୦୦ ଭିତରେ ସଂକ୍ରମଣ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ 615 କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୫୭ ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୨୫୮ । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୬୮ ଜଣ ରହିଛିନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୩୨୩ ଜଣ, କଟକରୁ ୭୨ ଓ ମୟୂରଭଞ୍ଜରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୩ହଜାର ୨୮୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି ।