Sunday, November 15, 2026
Home ଆଞ୍ଚଳିକ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ

19

ଭୁବନେଶ୍ୱର, ୧୬/୧୦/୨୧ (ଜିଲ୍ଲା ଖବର) :  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୬ ବର୍ଷରେ ପାଦ ଦେଇଛନ୍ତି ନବୀନ । ୧୯୪୬ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ । ସେପଟେ ଜନ୍ମଦିନ ନପାଳିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ଏହାସହ ନବୀନ ନିବାସ ନଆସିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ଏହି ଅବସରରେ କୋଭିଡରେ ମୃତ ପରିବାରକୁ ସାହାଯ୍ୟ କରିବାକୁ ମୁଖ୍ୟମମନ୍ତ୍ରୀ ଆହ୍ବାନ କରିଛନ୍ତି । ଏହାସହ ରକ୍ତଦାନ ଭଳି ମହତ କାର୍ଯ୍ୟ ହେବ ଜନ୍ମଦିନ ପାଇଁ ସଵୁଠୁ ବଡ଼ ଶୁଭେଚ୍ଛା ବୋଲି ସେ କହିଛନ୍ତି ।