Sunday, November 15, 2026
Home ଆଞ୍ଚଳିକ ଅଫଲାଇନରେ ପଢ଼ିବେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ଅଫଲାଇନରେ ପଢ଼ିବେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

50

ଖୋର୍ଦ୍ଧା,୨୫/୧୦ (ଜିଲ୍ଲା ଖବର) :- ଆଜିଠୁ ଠାରୁ ଅଫଲାଇନରେ ପଢ଼ିବେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ । ସକାଳ ୯ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨.୩୦ ପର୍ଯ୍ୟନ୍ତ ଚାଲିବ ପାଠପଢା । ଉଭୟ ଅଫ୍‌ଲାଇନ ଏବଂ ଅନ୍‌ଲାଇନରେ ପଢିପାରିବେ ଛାତ୍ରଛାତ୍ରୀ । ଯେଉଁ ଛାତ୍ରଛାତ୍ରୀ ଅଫଲାଇନରେ ପଢ଼ିବେ ସେମାନେ ସେମାନଙ୍କର ଅଭିଭାବକଙ୍କ ଅନୁମତି ଆଣିବା ବାଧ୍ୟତାମୂଳକ କରାଯାଇଛି । କୋଭିଡ୍ ନିୟମବଳୀ ଓ ସାମାଜିକ ଦୂରତା ଅନୁସରଣ କରି ବିଦ୍ୟାଳୟଗୁଡ଼ିକ ଖୋଲାଯିବ ।
ରୀପୋର୍ଟ :-ଖୋର୍ଦ୍ଧା ଜିଲ୍ଲା ସଞ୍ଜୀବ କୁମାର