Home ଆଞ୍ଚଳିକ ସଦାଶିବ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବୈଜୟନ୍ତ

ସଦାଶିବ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବୈଜୟନ୍ତ

20

ପୁରୀ, ୦୫/୧୧/୨୧ (ଜିଲ୍ଲା ଖବର ) : ପୁରୀ ସ୍ଥିତ ସଦାଶିବ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା।  ଶ୍ରୀକ୍ଷେତ୍ର ପୁରୀ ସ୍ଥିତ ସଦାଶିବ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଏଥିରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେବା ସହ ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ପ୍ରବକ୍ତା ଶ୍ରୀ ସମ୍ବିତ ପାତ୍ର, ରାଜ୍ୟ ଉପସଭାପତି ଶ୍ରୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର,ପୁରୀ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଢଙ୍ଗୀ ପ୍ରମୁଖ ଉପସ୍ଥିତ ରହିଥିଲେ।