Tuesday, October 13, 2026
Home Uncategorized ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୨ ମୃତ, ୬ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୨ ମୃତ, ୬ ଗୁରୁତର

10

 ୨୪/୧୧/୨୧ ( ଜିଲ୍ଲା ଖବର)  : ବଲାଙ୍ଗୀର-ଖୋର୍ଦ୍ଧା ୫୭ ନମ୍ବର ଜାତୀୟ ରାଜପଥର ରଣ୍ଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଅଜଣା ଗାଡ଼ି ଧକ୍କାରେ ବୋଲେରୋ ଭାଙ୍ଗି ଚୁରମାର ହେବା ସହ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ୬ ଜଣ ଗୁରୁତର ଆହତ ହୋଇଛନ୍ତି ।

ତେବେ ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇପାରିନି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିଚୟ ସ୍ପଷ୍ଟ ହୋଇନାହିଁ।