Sunday, November 15, 2026
Home ଆଞ୍ଚଳିକ ୨୯ରେ ଆସୁଛି ଆଉ ଏକ ଲଘୁଚାପ!

୨୯ରେ ଆସୁଛି ଆଉ ଏକ ଲଘୁଚାପ!

19

ଭୁବନେଶ୍ୱର, ୨୫/୧୧/୨୧ (ଜିଲ୍ଲା ଖବର ) : ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୯ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ସମ୍ଭାବନା ନେଇ ଚେନ୍ନାଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।