Sunday, November 15, 2026
Home ଆଞ୍ଚଳିକ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ଆକ୍ରାନ୍ତ

ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ଆକ୍ରାନ୍ତ

20

ଭୁବନେଶ୍ୱର, ୨୮/୧୧/୨୧ (ଜିଲ୍ଲା ଖବର) : କରୋନା ମହାମାରୀ କବଳରୁ ଧିରେ ଧିରେ ମୁକୁଳୁଛି ରାଜ୍ୟ। ଗତ ୨୪ ଘଣ୍ଟାରେ ୧୯୧ ଜଣ କରୋନା ପଜିଟିଭ୍ ଚିହ୍ନଟହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୬୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥି ମଧ୍ୟରୁ ୨୩୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୮୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୬୨୫୫୪୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।