
୦୭/୧୨/୨୧ ( ଜିଲ୍ଲା ଖବର ) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା କମି କମି ଚାଲିଛି। ଆଜି ରାଜ୍ୟରେ ଜଣଙ୍କର ଜୀବନ ନେଲା କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଢେଙ୍କାନାଳ ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାନୁସାରେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।


