
୧୦/୧୨/୨୧ (ଜିଲ୍ଲା ଖବର ) : ରାଜ୍ୟରେ ଦିନକୁ ଦିନ କମିକି ବଢ଼ୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୨୪୧ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୦ ଜଣ ରହିଛନ୍ତି ।


