Wednesday, November 11, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ଜଣଙ୍କର ମୁଣ୍ଡ ନେଲା କରୋନା

ଆଜି ରାଜ୍ୟରେ ଜଣଙ୍କର ମୁଣ୍ଡ ନେଲା କରୋନା

11

୧୪/୧୨/୨୧ (ଜିଲ୍ଲା ଖବର ) : ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମୁଛି । ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୭ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲ୍ଲାର ରହିଥିବା ଜଣାପଡିଛି ।

ସୂଚନାନୁସାରେ, ଆଜି ରାଜ୍ୟରେ ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୯୨୭ରେ ପହଞ୍ଚିଛି ।