
୧୪/୧୨/୨୧ (ଜିଲ୍ଲା ଖବର ) : ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଛି ବଢ଼ୁଛି। ଆଜି ରାଜ୍ୟରେ ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୯୨୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦ ଜଣ ରହିଛନ୍ତି ।


