Monday, November 16, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୨ଜଣଙ୍କ ମୁଣ୍ଡ ନେଲା କରୋନା

ଆଜି ରାଜ୍ୟରେ ୨ଜଣଙ୍କ ମୁଣ୍ଡ ନେଲା କରୋନା

63
Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave

୧୫/୧୨/୨୧ (ଜିଲ୍ଲା ଖବର ) :  ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ଏବଂ ମୃତ୍ୟୁ ମାମଲା କମିବାରେ ଲାଗିଛି। କିନ୍ତୁ ଭୟ ଏବେବି ରହିଛି। ଆଜି ରାଜ୍ୟରେ କରୋନା ନେଲା ୨ଜଣଙ୍କ ମୁଣ୍ଡ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୯ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସେପଟେ ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।