Monday, October 12, 2026
Home ଆଞ୍ଚଳିକ ଜି ଆଇ ଇ ଟି ବିଶ୍ୱ ବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ସଫେଇ କାର୍ଯ୍ୟକ୍ରମ।

ଜି ଆଇ ଇ ଟି ବିଶ୍ୱ ବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ସଫେଇ କାର୍ଯ୍ୟକ୍ରମ।

228


ଗୁଣୁପୁର , ୧୦/୦୪/୨୨ ( ଜିଲ୍ଲା ଖବର ) : ଆଜି ସ୍ଥାନୀୟ ଜିଆଇଇଟି ବିଶ୍ୱବିଦ୍ୟାଳୟ ର ଜାତୀୟ ସେବା ଯୋଜନା ପକ୍ଷରୁ ସ୍ବେଚ୍ଛାସେବୀ ମାନଙ୍କୁ ନେଇ ଶ୍ରୀ ଜଗନ୍ନାଥ ମନ୍ଦିର ପରିସର ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା।

ସେବା ଯୋଜନା ର ସ୍ବେଚ୍ଛାସେବୀ ମାନେ ପରିସର ପଡିଥିବା ଅଦରକାରୀ ଗଛପତ୍ର, ଅଳିଲା,ଆବର୍ଜନା ସବୁ ସଫା କରିଥିଲେ।

ଏହି କାର୍ଯ୍ୟକ୍ରମକୁ ଜାତୀୟ ସେବା ଯୋଜନା ର ଆବାହକ ଡ଼ ପ୍ରେମାନସୁ ଶେଖର ରଥ, ପ୍ରଫେସର ଭି .ଗଣେଶ ,କାଳୀ ରଥ,ସେବା ଯୋଜନା

ୟୁନିଟ-୨ର କାର୍ଯ୍ୟକ୍ରମ ଅଧିକାରୀ ରଶ୍ମି ପ୍ରଭା ମହାରଣା ପ୍ରମୁଖ ସଂଯୋଜନା କରିଥିଲେ।

ଗୁଣୁପୁର ରୁ ରାମନାଥ ମହାନ୍ତିଙ୍କ ରିପୋର୍ଟ ଜିଲ୍ଲା ଖବର।