ଓଲିଉଡ ଜଗତର ବରିଷ୍ଠ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା ।

74

୨୪/୦୬/୨୨ ( ଜିଲ୍ଲା ଖବର ) : ଓଲିଉଡ ଜଗତର ବରିଷ୍ଠ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା ।

ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ତାଙ୍କ ମୃତ୍ୟୁ ପରେ ପୁରା ଓଲିଉଡ ସ୍ତବ୍ଧ ହୋଇଯାଇଛି।

ଏବଂ ନିଜର ପ୍ରିୟ କଳାକାରଙ୍କୁ ହରାଇ ଶୋକପ୍ରକାଶ କରିଛନ୍ତି ଓଡିଶାବାସୀ ।