Sunday, October 11, 2026
Home ଜାତୀୟ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନିର୍ବାଚନ କମିଶନଙ୍କ ତାରିଖ ଘୋଷଣା

ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନିର୍ବାଚନ କମିଶନଙ୍କ ତାରିଖ ଘୋଷଣା

15

ଦିଲ୍ଲୀ ; ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୦ ଲାଗି ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ସମସ୍ତ ୭୦ ବିଧାନସଭା କ୍ଷେତ୍ର ଲାଗି ୮ ଫେବୃଆରୀରେ ଗୋଟିଏ ପର୍ୟ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ଜାନୁଆରୀ ୧୪ ରୁ ୨୧ ତାରିଖ ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରାଯିବ । ଜାନୁଆରୀ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଜାନୁଆରୀ ୨୪ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ଲାଗି ତାରିଖ ନିର୍ଦ୍ଧାରଣ କରାଯାଇଛି ।