Sunday, October 11, 2026
Home ଜାତୀୟ ଲୋହଡ଼ି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ଲୋହଡ଼ି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

37
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, ୧୩/୦୧/୨୦୨୦ ; ଲୋହଡ଼ି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । “ଶୁଭ ଲୋହଡ଼ି।ସମସ୍ତଙ୍କ ଜୀବନରେ ଏହି ସ୍ଵତନ୍ତ୍ର ପର୍ବ ସୁଖ ଓ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।