ଅତିରିକ୍ତ ଜିଲ୍ଲାପାଳ ଦ୍ୱୟଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନକ୍ଷ ଅନୁଷ୍ଠିତ

37


ବିଷମକଟକ -୨-୮(ଜିଲ୍ଲା ଖବର) ରାୟଗଡ ଜିଲ୍ଲାର ଦୁଇଜଣ ଅତିରିକ୍ତ ଜିଲ୍ଲାପାଳଙ୍କ ଆଜି ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଜିଲ୍ଲାପାଳ ଶ୍ରୀମତି ସ୍ଵଧା ଦେବ ସିଂଙ୍କ ଅଧକ୍ଷତକ୍ଷରେ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଚିନ୍ତନ କକ୍ଷରେ ଅନୁଷ୍ଠିତ ହୋଇଯାଇଛି କ୍ଷ ଜିଲ୍ଲାପାଳଙ୍କ କାର୍ୟ୍ୟଳୟ କର୍ମଚାରୀଙ୍କ ଦ୍ୱାରା ଆୟୋଜିତ କାର୍ୟ୍ୟକ୍ରମରେ ଆରୋକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା,ବିଦାୟୀ ଅତିରକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ, ଧର୍ମାନନ୍ଦ ବେହେରା, ଉପଜିଲ୍ଲାପାଳ, ରାୟଗଡ ଭୀମସେନ ଶବର, ପ୍ରକଳ୍ପ ପ୍ରଶାସକ, ଆଇଟି ଡିଏ ପ୍ରମୁଖ ଯୋଗଦାନ କରିଥିଲେ କ୍ଷ ବିଦକ୍ଷୟୀ ଅରିତିକ୍ତ ଜିଲ୍ଲାପାଳଙ୍କ ପଦନ୍ୱତୀ ପାଇଛନ୍ତି କ୍ଷ ସେମାନଙ୍କ ମଧ୍ୟରୁ ସୋମନାଥ ପ୍ରଧାନଙ୍କ କୋରପୁଟ ଅତିରକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଥିବାବେଳେ ଧର୍ମାନନ୍ଦ ବେହେରାଙ୍କ ନବରଙ୍ଗପୁର ଜିଲ୍ଲାକୁ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଯାଇଛି କ୍ଷ ଦୁଇଜଣ ପାଖାପାଖି ଦୀର୍ଘ ଦୁଇବର୍ଷ କାର୍ୟ୍ୟ କାଳରେ ସେମାନଙ୍କ କାର୍ୟ୍ୟ ଶୈଳୀ,କାର୍ୟ୍ୟ ପରିଚାଳନା ଓ ଦିଗଦର୍ଶନ ଉପରେ ସମସ୍ତ କର୍ମଚାରୀ ଆଲୋକପକ୍ଷତ କରିଥିଲେ କ୍ଷ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ଓ ଶ୍ରୀ ବେହେରା ସେମାନଙ୍କ କାର୍ୟ୍ୟ ଦକ୍ଷତା ଓ କାର୍ୟ୍ୟ ଶୈଳୀ ପାଇଁ ରାୟଗଡରେ ଜନ ଆଦୃତ ଲାଭ କରିପାରଥିଲେ ଓ ସବୁଦିନ ପାଇଁ ମନେ ରହିବେ ବୋଲି ଅଧିକାଂଶ ବକ୍ତା ମାତାବ୍ୟକ୍ତ କରିଥିଲେ କ୍ଷ ଆଜି ଦ୍ଵିତୀୟ ପର୍ୟ୍ୟାୟରେ ଜିଲ୍ଲାସ୍ଥରୀୟ ଅଧିକାରୀ, ତାହସିଲଦାର,ବିଡ଼ିଓ, ଓଡିଶା ପ୍ରଶାସକ ଅଧିକାରୀ ସଙ୍ଘ ତରଫରୁ ସ୍ଥାନୀୟ ପ୍ରଦକ୍ଷିଣ ଗୃହରେ ଅନୁଷ୍ଠିତ ହେବ କ୍ଷ