Sunday, October 11, 2026
Home ଆଞ୍ଚଳିକ କଟକ; ବିପ୍ଳବୀ କବି ରବି ସିଂଙ୍କ ପରଲୋକ

କଟକ; ବିପ୍ଳବୀ କବି ରବି ସିଂଙ୍କ ପରଲୋକ

33

କଟକ ; ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି । କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା।