Home ଆଞ୍ଚଳିକ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା

ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା

32

ବାଲିଗୁଡ଼ା,(ଡି.ଏନ୍‌.):ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତ ଦାସ ୨୦୧୯ ଜୁଲାଇ ୧୦ରୁ ଯାଜପୁର ଜିଲା ବଡ଼ଚଣା ବ୍ଲକରୁ ପଦଯାତ୍ରା ଆରମ୍ଭ କରିଥିଲେ। ତେବେ ଶନିବାର ସତ୍ୟବ୍ରତ ବାଲିଗୁଡା ବ୍ଲକରେ ପହଞ୍ଚି ବିଡିଓ ନରେଶ ଚନ୍ଦ୍ର ଶବରଙ୍କୁ ଭେଟି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।