Thursday, October 15, 2026
Home ଜାତୀୟ ରାମ ନବମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ରାମ ନବମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

85

ନୂଆଦିଲ୍ଲୀ ୦୨/୦୩ : ରାମ ନବମୀର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।“ରାମ ନବମୀର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା । ଜୟ ଶ୍ରୀରାମ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।