ରାଜ୍ୟରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

19

ଭୁବନେଶ୍ୱର, ୩/୪ (ବ୍ୟୁରୋ) : ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଶୁକ୍ରବାର ଚିହ୍ନଟ ହୋଇଛନ୍ତି। ସେ କଟକର ହୋଇଥିବା ବେଳେ ଦିଲ୍ଲୀ ଗସ୍ତ କରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।