Tuesday, October 13, 2026
Home ଆଞ୍ଚଳିକ କରୋନା ରୋଗ ଆକ୍ରାନ୍ତ ହୋଇ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ୧୫ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ

କରୋନା ରୋଗ ଆକ୍ରାନ୍ତ ହୋଇ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ୧୫ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ

32

ଭୁବନେଶ୍ୱର,୨୮/୦୪ (ବ୍ୟୁରୋ) : କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ଘଟିଲେ ୧୫ଲକ୍ଷ ଟଙ୍କା କ୍ଷତିପୂରଣ ବାବଦରେ ମୃତ ସାମ୍ବାଦିକଙ୍କ ପରିବାର ପାଇବେ ବୋଲି ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଉକ୍ରଳ ସାମ୍ବାଦିକ ସଂଘ ତରଫରୁ ଗତ ୨୩ ତାରିଖରେ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଥିଲା ।