Wednesday, October 14, 2026
Home ଜାତୀୟ ଗୁରୁଦେବ ରବୀନ୍ଦ୍ରନାଥ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଗୁରୁଦେବ ରବୀନ୍ଦ୍ରନାଥ ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

61
ରବୀନ୍ଦ୍ରନାଥ ଠାକୁର/ଫୋଟ :newsnation

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁଦେବ ରବୀନ୍ଦ୍ରନାଥ ଠାକୁରଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, “ଗୁରୁଦେବ ଠାକୁରଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି, ତାଙ୍କର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଥିଲା, ଭାରତୀୟ ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ତାଙ୍କର ଚିନ୍ତା ଓ ଅଭିବ୍ୟକ୍ତି ଉଭୟ ଅତ୍ୟନ୍ତ ପ୍ରାଞ୍ଜଳ ଥିଲା ।”