Home ଜାତୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

22

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । “ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।